Genesis 21:12 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର ଅବ୍ରହାମକୁ କହିଲେ, ତୁମ୍ଭର ସହେି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ଯସ୍ତ ହବୋର ନାହିଁ। ସାରା ଯେପରି ଚାହୁଁଛି ସପରେି କର। ଇସ୍ହାକ ତୁମ୍ଭର ପରିବାରର ନାମ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭର ସେହି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ୟସ୍ତ ହେବାର ନାହିଁ। ସାରା ଯେପରି ଗ୍ଭହୁଁଛି ସେପରି କର। ଇ‌ସ୍‌ହାକ ତୁମ୍ଭର ପରିବାରର ନାମ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।