Genesis 21:13 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ତୁମ୍ଭର ଦାସୀର ପୁତ୍ରଠାରୁ ମଧ୍ଯ ଏକ ମହାନ ଜାତି ନିର୍ମାଣ କରିବି। କାରଣ ସେ ତୁମ୍ଭର ପୁତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି ଦାସୀପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭର ଦାସୀର ପୁତ୍ରଠାରୁ ମଧ୍ୟ ଏକ ମହାନ ଜାତି ନିର୍ମାଣ କରିବି। କାରଣ ସେ ତୁମ୍ଭର ପୁତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”