Genesis 21:14 — Compare Translations

5 translations compared side by side

Odia - 1840
"ତା'ପର ଦିନ ପ୍ରତ୍ଯୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲା। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା'ର ପୁତ୍ରକୁ ପଠାଇ ଦେଲେ ସହେି ଜିନିଷ ସହିତ। ହାଗାର ସେ ସ୍ଥାନ ଛାଡ଼ି ବରେଶବୋ ମରୁଭୂମିରେ ଭ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ପ୍ରଭାତରେ ଉଠି ରୋଟୀ ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକକୁ ସମର୍ପଣ କରି ତାହାକୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପ୍ରତ୍ୟୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲେ। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା’ର ପୁତ୍ରକୁ ସେହି ଜିନିଷ ସହିତ ପଠାଇ ଦେଲେ। ହାଗାର ସେ ସ୍ଥାନ ଛାଡ଼ି ‌ବେ‌ର୍‌ଶେବା ମରୁଭୂମିରେ ଭ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।