Genesis 21:15 — Compare Translations

5 translations compared side by side

Odia - 1840
"ଯେତବେେଳେ ସମସ୍ତ ପାଣି ଶଷେ ହାଇଗେଲା ହାଗାର ତା'ର ପୁତ୍ରକୁ ଏକ ବୁଦା ତଳେ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକକୁ ଛାଡ଼ି ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସମସ୍ତ ପାଣି ଶେଷ ହୋଇଗଲା ସେତେବେଳେ ହାଗାର ତା’ର ପୁତ୍ରକୁ ଏକ ବୁଦା ତଳେ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ି ଦେଲା।