Genesis 21:16 — Compare Translations

5 translations compared side by side

Odia - 1840
"ହାଗାର ସଠାରୁେ କିଛି ଦୂରକୁ ଗଲା, େସତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ୟାଏ। ସଠାେରେ ସେ ୟାଇ ବସି ପଡ଼ିଲା। ହାଗାର ତା'ର ପିଲାଟି ମୃତ୍ଯୁବରଣ କରୁଥିବାର ଦେଖିବାକୁ ଚାହିଁଲା ନାହିଁ। ତେଣୁ ସେ ସଠାେରେ କ୍ରନ୍ଦନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, ବାଳକର ମରଣ ମୁଁ ଦେଖିବି ନାହିଁ । ପୁଣି ସେ ତାହା ଆଗରେ ବସି ଉଚ୍ଚ ସ୍ଵରରେ ରୋଦନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାଗାର ସେଠାରୁ କିଛି ଦୂରକୁ ଗଲା, ସେତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ଯାଏ। ସେଠାରେ ସେ ଯାଇ ବସି ପଡ଼ିଲା। ହାଗାର ତା’ର ପିଲାଟି ମୃତ୍ୟୁବରଣ କରୁଥିବାର ଦେଖିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସେଠାରେ କ୍ରନ୍ଦନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚ ସ୍ୱରରେ ରୋଦନ କଲା।