Genesis 21:17 — Compare Translations
5 translations compared side by side
Odia - 1840
"ପରମେଶ୍ବର ସହେି ବାଳକର କ୍ରନ୍ଦନ ଶୁଣିପାରିଲେ ଏବଂ ପରମେଶ୍ବରଙ୍କର ଦୂତ ସ୍ବର୍ଗରୁ ହାଗାରକୁ କହିଲେ, କ'ଣ ହେଲା ହାଗାର? ଭୟ କର ନାହିଁ! ସଦାପ୍ରଭୁ ସହେି ସ୍ଥାନରୁ ସେ ପିଲାର କ୍ରନ୍ଦନ ଶୁଣି ପାରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପରମେଶ୍ଵର ବାଳକର ରବ ଶୁଣିଲେ; ପୁଣି ପରମେଶ୍ଵରଙ୍କ ଦୂତ ଆକାଶରୁ ଡାକି ହାଗାରକୁ କହିଲେ, ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ଵର ତାହାର ରବ ଶୁଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ବାଳକର କ୍ରନ୍ଦନ ଶୁଣିପାରିଲେ ଏବଂ ପରମେଶ୍ୱରଙ୍କର ଦୂତ ସ୍ୱର୍ଗରୁ ହାଗାରକୁ କହିଲେ, “କ’ଣ ହେଲା ହାଗାର? ଭୟ କର ନାହିଁ! ସଦାପ୍ରଭୁ ସେହି ସ୍ଥାନରୁ ସେ ପିଲାର କ୍ରନ୍ଦନ ଶୁଣି ପାରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।