Genesis 21:18 — Compare Translations
5 translations compared side by side
Odia - 1840
"ୟାଅ ଏବଂ ବାଳକକୁ ସାହାୟ୍ଯ କର। ତା'ର ହାତଧରି ତାକୁ ଆଗଇେ ନିଅ। ମୁଁ ତାଙ୍କୁ ବହୁ ସନ୍ତାନର ପିତା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଠିଆ ହୋଇ ବାଳକକୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯାଅ ଏବଂ ବାଳକକୁ ସାହାଯ୍ୟ କର। ତା’ର ହାତ ଧରି ତାକୁ ଆଗେଇ ନିଅ। ମୁଁ ତାଙ୍କୁ ବହୁ ସନ୍ତାନର ପିତା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”