Genesis 21:19 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର ହାଗାରକୁ ଏକ କୂପ ଦଖାଇେଲେ। ତେଣୁ ହାଗାର ସହେି କୂପ ପାଖକୁ ୟାଇ ତାଙ୍କର ଥଳି ରେ ପାଣି ଭର୍ତ୍ତିକଲେ। ଏହାପରେ ତାଙ୍କ ପୁତ୍ରକୁ ସେଥିରୁ ପାଣି ପିଇବାକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପରମେଶ୍ଵର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ହାଗାରକୁ ଏକ କୂପ ଦେଖାଇଲେ। ତେଣୁ ହାଗାର ସେହି କୂପ ପାଖକୁ ଯାଇ ତାଙ୍କର ଥଳିରେ ପାଣି ଭର୍ତ୍ତିକଲା। ଏହା ପରେ ତା’ର ପୁତ୍ରକୁ ସେଥିରୁ ପାଣି ପିଇବାକୁ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।