Genesis 21:2 — Compare Translations

5 translations compared side by side

Odia - 1840
"ସାରା ଗର୍ଭବତୀ ହାଇେ ଅବ୍ରହାମଙ୍କ ବାର୍ଦ୍ଧକ୍ଯ ଅବସ୍ଥା ରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ବରଙ୍କ ନିରୁପିତ ସମୟରେ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ଵରଙ୍କ ଦ୍ଵାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।