Genesis 21:20 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ଦୟାରୁ ସହେି ବାଳକ ବଡ଼ ହେଲା। ଇଶ୍ମାଯଲେ ମରୁଭୂମିରେ ବାସକଲା ଏବଂ ଏକ ଶିକାରୀ ହେଲା। ସେ ଧନୁ ମାରିବା ନିପୂଣଭାବରେ ଶିକ୍ଷା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଦୟାରୁ ସେହି ବାଳକ ବଡ଼ ହେଲା। ଇଶ୍ମାଏଲ ମରୁଭୂମିରେ ବାସକଲା ଏବଂ ଏକ ଶିକାରୀ ହେଲା। ସେ ଧନୁ ମାରିବା ନିପୁଣଭାବରେ ଶିକ୍ଷା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।