Genesis 21:22 — Compare Translations
5 translations compared side by side
Odia - 1840
"ଏହାପରେ ଅବିମଲକେ ଏବଂ ଫୀଖୋଲ୍ ନାମକ ଅବା୍ରହାମଙ୍କର ସନୋପତି ଅବ୍ରହାମଙ୍କୁ କହିଲେ, ପରମେଶ୍ବର ତୁମ୍ଭର ପ୍ରେତ୍ୟକକ କାର୍ୟ୍ଯ ରେ ସହାୟ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, ପରମେଶ୍ଵର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅବିମେଲକ ସହିତ ଅବ୍ରହାମଙ୍କର ମୂଲଗ୍ଭଲ ଏହା ପରେ ଅବିମେଲକ ଏବଂ ଫୀଖୋଲ୍ ନାମକ ଅବ୍ରହାମଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ସହାୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।