Genesis 21:23 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭେ ମାଠାେ ରେ ପରମେଶ୍ବରଙ୍କ ଆଗ ରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମାେପ୍ରତି ଓ ମାରେସନ୍ତାନମାନଙ୍କ ପ୍ରତି ବିଶ୍ବାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମାେ ପ୍ରତି ଦୟା ଦଖାଇବେ ଏବଂ ମାରେ ଦେଶ ଯେଉଁଠା ରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମାେ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦଖାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ଵାସଘାତକତା କରିବ ନାହିଁ; ପୁଣି ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ଵରଙ୍କ ଶପଥ କରି ଏହି କଥା କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ମୋ’ଠାରେ ପରମେଶ୍ୱରଙ୍କ ଆଗରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମୋ’ ପ୍ରତି ଓ ମୋର ସନ୍ତାନମାନଙ୍କ ପ୍ରତି ବିଶ୍ୱାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇବ ଏବଂ ମୋର ଦେଶ ଯେଉଁଠାରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦେଖାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”
Odia IRV 2017 (ଓଡିଆ ବାଇବେଲ)