Genesis 21:25 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ଅବିମଲକଠାେ ରେ ଅଭିଯୋଗ କଲେ। କାରଣ ଅବିମଲକରେ ଦାସମାନେ ଏକ କୂଅକୁ କବ୍ଜା ରେ କରି ନଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ଅବିମେଲକଠାରେ ଅଭିଯୋଗ କଲେ। କାରଣ ଅବିମେଲକର ଦାସମାନେ ଏକ କୂଅକୁ କବ୍ଜା କରି ନେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।