Genesis 21:26 — Compare Translations
5 translations compared side by side
Odia - 1840
"କିନ୍ତୁ ଅବିମଲକେ କହିଲେ, ମୁଁ ଜାଣେ ନାହିଁ କିଏ ଏହା କରିଛି। ତୁମ୍ଭେ ଆଗରୁ ମାେତେ ଏବିଷଯ ରେ କିଛି କହିଲ ନାହିଁ। ମୁଁ ଆଜି ଏ ବିଷଯ ରେ ଶୁଣିବାକୁ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବିମେଲକ କହିଲେ, ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅବିମେଲକ କହିଲେ, “ମୁଁ ଜାଣେ ନାହିଁ କିଏ ଏହା କରିଛି। ତୁମ୍ଭେ ଆଗରୁ ମୋତେ ଏ ବିଷୟରେ କିଛି କହିଲ ନାହିଁ। ମୁଁ ଆଜି ଏ ବିଷୟରେ ଶୁଣିବାକୁ ପାଇଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”