Genesis 21:27 — Compare Translations
5 translations compared side by side
Odia - 1840
"ତେଣୁ ଅବ୍ରହାମ ଓ ଅବିମଲକେ ମଧିଅରେ ଏକ ଚୁକ୍ତି ହେଲା। ଅବ୍ରହାମ ଅବିମଲକେକୁ ଚୁକ୍ତି ରେ ପ୍ରମାଣ ସ୍ବରୂପ କିଛି ମଷେ ଓ ଗୋରୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି ଦୁହେଁ ଗୋଟିଏ ନିୟମ ସ୍ଥିର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବ୍ରହାମ ଓ ଅବିମେଲକ ମଧ୍ୟରେ ଏକ ଚୁକ୍ତି ହେଲା। ଅବ୍ରହାମ ଅବିମେଲକକୁ ଚୁକ୍ତିର ପ୍ରମାଣ ସ୍ୱରୂପ କିଛି ମେଷ ଓ ଗୋରୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।