Genesis 21:29 — Compare Translations
5 translations compared side by side
Odia - 1840
"ଅବିମଲକେ ଅବ୍ରହାମକୁ ପଚ଼ାରିଲେ, କାହିଁକି ତୁମ୍ଭେ ଏହି ସାତଟା ମଷେକୁ ଅଲଗା କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟା ମେଷବତ୍ସା ପୃଥକ କରି ରଖିଲ?
Odia Bible ERV 2004 (ପବିତ୍ର ବାଇବଲ)
ଅବିମେଲକ ଅବ୍ରହାମଙ୍କୁ ପଗ୍ଭରିଲେ, “କାହିଁକି ତୁମ୍ଭେ ଏହି ସାତୋଟା ମେଷକୁ ଅଲଗା କଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”