Genesis 21:3 — Compare Translations
5 translations compared side by side
Odia - 1840
"ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦଲୋ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା'ର ନାମ ଦେଲେ ଇସ୍ହାକ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍ହାକ (ହାସ୍ୟ) ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା’ର ନାମ ଦେଲେ ଇସ୍ହାକ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍ହାକ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍ହାକ ରଖିଲେ।