Genesis 21:30 — Compare Translations
5 translations compared side by side
Odia - 1840
"ଅବ୍ରହାମ ଉତ୍ତର ଦଲୋ, ମୁଁ ଯେ ଏହି କୂପ ଖାେଳିଅଛି ତହିଁର ପ୍ରମାଣ ନିମନ୍ତେ ମାଠାରୁେ ଏହି ସାତଟା ମଷେ ବତ୍ସା ନବୋକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମ କହିଲେ, ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼଠାରୁ ଏହି ସାତଗୋଟା ମେଷବତ୍ସା ନେବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଉତ୍ତର ଦେଲେ, “ମୁଁ ଯେ ଏହି କୂପ ଖୋଳିଅଛି ତହିଁର ପ୍ରମାଣ ନିମନ୍ତେ ମୋ’ଠାରୁ ଏହି ସାତୋଟା ମେଷ ବତ୍ସା ନେବାକୁ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋ’ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”