Genesis 21:31 — Compare Translations

5 translations compared side by side

Odia - 1840
"ଏଣୁ ସହେି ସ୍ଥାନର ନାମ ବରେଶବୋ ହେଲା, ସେ ସହେି କୂପର ନାମ ଏପରି ଦେଲେ, କାରଣ ସହେି ସ୍ଥାନ ରେ ଉଭୟ ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେହି ସ୍ଥାନର ନାମ ବେର୍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେହି ସ୍ଥାନର ନାମ ‌ବେ‌ର୍‌ଶେବା ହେଲା, ସେ ସେହି କୂପର ନାମ ଏପରି ଦେଲେ, କାରଣ ସେହି ସ୍ଥାନରେ ଉଭୟ ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।