Genesis 21:32 — Compare Translations
5 translations compared side by side
Odia - 1840
"ତେଣୁ ଅବ୍ରହାମ ଏବଂ ଅବିମଲକେ ବରେଶବୋଠା ରେ ଏକ ଚୁକ୍ତି କଲେ। ଏହାପରେ ଅବିମଲକେ ଏବଂ ତାଙ୍କର ସନୋପତି ପଲେଷ୍ଟୀୟ ଦେଶକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବ୍ରହାମ ଏବଂ ଅବିମେଲକ ବେର୍ଶେବାଠାରେ ଏକ ଚୁକ୍ତି କଲେ। ଏହା ପରେ ଅବିମେଲକ ଏବଂ ତାଙ୍କର ସେନାପତି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।