Genesis 21:33 — Compare Translations
5 translations compared side by side
Odia - 1840
"ଅବ୍ରହାମ ଏକ ବିଶଷେ ଗଛ ସଠାେରେ ରୋପଣ କଲେ। ସହେି ସ୍ଥାନ ରେ ଅବ୍ରହାମ ଅନାଦି ଅନନ୍ତ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନ; ପରମେଶ୍ଵର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଏକ ବିଶେଷ ଗଛ ସେଠାରେ ରୋପଣ କଲେ। ସେହି ସ୍ଥାନରେ ଅବ୍ରହାମ ଅନାଦି ଅନନ୍ତ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।