Genesis 21:34 — Compare Translations
5 translations compared side by side
Odia - 1840
"ଏବଂ ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶ ରେ ବହୁଦିନ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ କାଳ ପ୍ରବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।