Genesis 21:4 — Compare Translations

5 translations compared side by side

Odia - 1840
"ଅବ୍ରହାମ ପରମେଶ୍ବରଙ୍କ ନିର୍ଦ୍ଦେଶ ଅନୁସାରେ ଇସ୍ହାକକୁ ଠିକ୍ ଆଠଦିନପରେ ସୁନ୍ନତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ରହାମ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଆଠ ଦିନ ବୟସରେ ସୁନ୍ନତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇ‌ସ୍‌ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‌ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।