Genesis 21:5 — Compare Translations

5 translations compared side by side

Odia - 1840
"ଇସ୍ହାକ ଜନ୍ମ ବଳକେୁ ଅବ୍ରହାମ ଏକଶହ ବର୍ଷ ବଯସ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‍ହାକ ଜାତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇ‌ସ୍‌ହାକଙ୍କ ଜନ୍ମ ବେଳକୁ ଅବ୍ରହାମଙ୍କର ଏକଶହ ବର୍ଷ ବୟସ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‍ହାକ ଜାତ ହେଲା।