Genesis 21:6 — Compare Translations

5 translations compared side by side

Odia - 1840
"ଏବଂ ସାରା କହିଲା, ପରମେେଶ୍ବର ମାେ ନିମନ୍ତେ ହସ କଲେ ଏବଂ ଯେ ଏହା ଶୁଣିବ ସେ ମଧ୍ଯ ହସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସାରା କହିଲେ, ପରମେଶ୍ଵର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସାରା କହିଲେ, “ପରମେଶ୍ୱର ମୋ’ ନିମନ୍ତେ ହସ ଦେଲେ ଏବଂ ଯିଏ ଏହା ଶୁଣିବ ସେ ମଧ୍ୟ ହସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋ’ ସହିତ ହସିବେ।”