Genesis 21:7 — Compare Translations

5 translations compared side by side

Odia - 1840
"କୌଣସି ଲୋକ ଚିନ୍ତା କଲନୋହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଦନ୍ମ ଦବେି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧବସ୍ଥା ରେ ଏକ ପୁତ୍ର ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆହୁରି କହିଲେ, ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଲୋକ ଚିନ୍ତା କଲେ ନାହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଜନ୍ମ ଦେବି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧାବସ୍ଥାରେ ଏକ ପୁତ୍ର ଦେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”
Odia IRV 2017 (ଓଡିଆ ବାଇବେଲ)
ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”