Genesis 21:8 — Compare Translations

5 translations compared side by side

Odia - 1840
"ଯେ ତବେଳେ ଇସ୍ହାକ ୟଥେଷ୍ଟ ବଡ଼ ହେଲ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆଯୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗୃହରେ ବିବାଦ ଦେଖା ଦେଲା ଯେତେବେଳେ ଇ‌ସ୍‌ହାକ ଯଥେଷ୍ଟ ବଡ଼ ହେଲେ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆୟୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‌ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।