Genesis 22:1 — Compare Translations

5 translations compared side by side

Odia - 1840
"ଏହିସବୁ ଘଟଣା ଘଟିବାପରେ, ପରମେଶର ଅବ୍ରହାମଙ୍କ ବିଶ୍ବାସକୁ ପରୀକ୍ଷା କରିବାକୁ ନିସ୍ପତ୍ତି ନେଲେ। ପରମେଶ୍ବର ତାଙ୍କୁ କହିଲେ, ଅବ୍ରହାମ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ଵର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, ହେ ଅବ୍ରହାମ । ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ, ତୁମ୍ଭର ପୁତ୍ରକୁ ହତ୍ୟାକର ଏହିସବୁ ଘଟଣା ଘଟିବାପରେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ପରମେଶ୍ୱର ତାଙ୍କୁ କହିଲେ, “ଅବ୍ରହାମ!” ଏବଂ ଅବ୍ରହାମ କହିଲେ, “ହଁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।”