Genesis 22:10 — Compare Translations

5 translations compared side by side

Odia - 1840
"ଏହାପରେ ଅବ୍ରହାମ ତାଙ୍କର ଛୁରି ଆଣିଲେ ଏବଂ ଇସ୍ହାକକୁ ହତ୍ଯା କରିବା ପାଇଁ ପ୍ରସ୍ତୁତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ତାଙ୍କର ଛୁରୀ ଆଣିଲେ ଏବଂ ଇ‌ସ୍‌ହାକକୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।