Genesis 22:11 — Compare Translations
5 translations compared side by side
Odia - 1840
"କିନ୍ତୁ ଏହାପରେ ସଦାପ୍ରଭୁଙ୍କର ଦୂତ ସ୍ବର୍ଗରୁ ଅବ୍ରହାମକୁ ଡ଼ାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ; ତହିଁରେ ସେ କହିଲେ, ଦେଖନ୍ତୁ, ମୁଁ ଏଠାରେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”