Genesis 22:13 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ଏକ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମଷେ ଦେଖିଲେ, ତା'ର ଶିଙ୍ଗ ବୁଦା ରେ ବନ୍ଧା ହାଇେଥିଲା। ତେଣୁ ଅବ୍ରହାମ ସହେି ଅଣ୍ଡିରା ମଷେକୁ ଆଣି ହତ୍ଯାକଲେ ଓ ତାହାକୁ ନିଜପୁତ୍ର ବଦଳ ରେ ହାମବେଳିରେ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମେଷ ଦେଖିଲେ, ତା’ର ଶିଙ୍ଗ ବୁଦାରେ ଚ୍ଛନ୍ଦି ହୋଇଥିଲା। ତେଣୁ ଅବ୍ରହାମ ସେହି ଅଣ୍ଡିରା ମେଷକୁ ଆଣି ହତ୍ୟା କଲେ ଓ ତାହାକୁ ନିଜପୁତ୍ର ବଦଳରେ ହୋମବଳିରେ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।