Genesis 22:14 — Compare Translations
5 translations compared side by side
Odia - 1840
"ତେଣୁ ଅବ୍ରହାମ ସହେି ସ୍ଥାନର ନାମ ଦେଲେ, ୟି ହାବୋ-ୟିରି ଏପରିକି ଆଜି ମଧ୍ଯ ଲୋକମାନେ କୁହନ୍ତି, ପର୍ବତ ରେ ସଦାପ୍ରଭୁ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି (ସଦାପ୍ରଭୁ ଯୋଗାଇବେ) ରଖିଲେ । ଏଣୁକରି ଆଜିଯାଏ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବ୍ରହାମ ସେହି ସ୍ଥାନର ନାମ ଦେଲେ, “ଯିହୋବାଃ-ଯିରି” ଏପରିକି ଆଜି ମଧ୍ୟ ଲୋକମାନେ କୁହନ୍ତି, “ପର୍ବତରେ ସଦାପ୍ରଭୁ ପ୍ରଦାନ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି ” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।