Genesis 22:15 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଦୂତ ଦ୍ବିତୀୟଥର ଅବ୍ରହାମଙ୍କୁ ସ୍ବର୍ଗରୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁଙ୍କ ଦୂତ ଦ୍ଵିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ ଦ୍ୱିତୀୟ ଥର ଅବ୍ରହାମଙ୍କୁ ସ୍ୱର୍ଗରୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,