Genesis 22:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଦୂତ କହିଲେ, ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦବୋକୁ ସମ୍ମତ ହେଲ, ତୁମ୍ଭେ ଏପରି କଲ କାରଣ ମାେ ପାଇଁ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସହେି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦୂତ କହିଲେ, “ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦେବାକୁ ସମ୍ମତ ହେଲ, କାରଣ ମୋ’ ପାଇଁ ତୁମ୍ଭେ ଏପରି କଲ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସେହି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;