Genesis 22:17 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ଵାର ଅଧିକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ୟ ଓ ସମୁଦ୍ର କୂଳର ଅସଂଖ୍ୟ ବାଲି ତୁଲ୍ୟ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସେହି ସହରରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।