Genesis 22:18 — Compare Translations
5 translations compared side by side
Odia - 1840
"ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। ମୁଁ ଏପରି କରିବି କାରଣ ତୁମ୍ଭେ ମୋର ବାକ୍ୟ ମାନିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”