Genesis 22:19 — Compare Translations

5 translations compared side by side

Odia - 1840
"ଏହାପରେ ଅବ୍ରହାମ ତାଙ୍କର ଦାସଗଣ ନିକଟକୁ ଫରେିଗଲେ। ଏହାପରେ ସମାନେେ ସମସ୍ତେ ବରେଶବୋକୁ ଫରେିଗଲେ। ଏବଂ ଅବ୍ରହାମ ସଠାେରେ ବାସକଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ତାଙ୍କର ଦାସଗଣ ନିକଟକୁ ଫେରିଗଲେ। ଏହା ପରେ ସେମାନେ ସମସ୍ତେ ‌ବେ‌ର୍‌ଶେବାକୁ ଫେରିଗଲେ। ଏବଂ ଅବ୍ରହାମ ସେଠାରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।