Genesis 22:20 — Compare Translations
5 translations compared side by side
Odia - 1840
"ଏହିସବୁ ଘଟଣା ଘଟିୟିବା ପରେ, ଅବ୍ରହାମକୁ ଏକ ବାର୍ତ୍ତା ପଠାଗଲା। ବର୍ତ୍ତାଟି ଏହିପରି ଥିଲା, ତୁମ୍ଭର ଭାଇ ନା ହରେ ଏବଂ ତାଙ୍କର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ଵାଦ ଦିଆଗଲା, ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଘଟଣା ଘଟିଯିବା ପରେ, ଅବ୍ରହାମଙ୍କୁ ଏକ ବାର୍ତ୍ତା ପଠାଗଲା। ବାର୍ତ୍ତାଟି ଏହିପରି ଥିଲା, “ତୁମ୍ଭର ଭାଇ ନାହୋର ଏବଂ ତା’ର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।