Genesis 22:21 — Compare Translations

5 translations compared side by side

Odia - 1840
"ତାହାର ଜେଷ୍ଠପୁତ୍ର ଊଷ, ତାହାର ଭାଇ ବୂଷ ଓ ଅରାମର ପିତା କମୂଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଜ୍ୟେଷ୍ଠ ପୁତ୍ର ଊଷ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ,
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଜ୍ୟେଷ୍ଠପୁତ୍ର ଊଷ, ତାହାର ଭାଇ ବୂଷ ଓ ଅରାମର ପିତା କମୂୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଜ୍ୟେଷ୍ଠ ପୁତ୍ର ଊଷ୍‍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,
Odia IRV 2017 (ଓଡିଆ ବାଇବେଲ)
ତାହାର ଜ୍ୟେଷ୍ଠ ପୁତ୍ର ଊଷ୍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,