Genesis 22:24 — Compare Translations
5 translations compared side by side
Odia - 1840
"ଏବଂ ନାହାରରେ ରୂମା ନାମ୍ନୀ ଦାସୀଠାରୁ ଟବହେ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନାହୋରର ରୂମା ନାମ୍ନୀ ଉପପନିୀଠାରୁ ଟେବହ ଓ ଗହମ୍ ଓ ତହଶ୍ ଓ ମାଖା, ଏମାନେ ଜାତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ନାହୋରର ରୂମା ନାମ୍ନୀ ଦାସୀଠାରୁ ଟେବହ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍, ତହଶ୍ ଓ ମାଖା, ଏମାନେ ଜାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍, ତହଶ୍ ଓ ମାଖା, ଏମାନେ ଜାତ ହେଲେ।