Genesis 22:4 — Compare Translations

5 translations compared side by side

Odia - 1840
"ତୃତୀୟ ଦିନ ରେ ୟାତ୍ରା ପରେ ଅବ୍ରହାମ ନିରୀକ୍ଷଣ କଲା ଓ ଦୂରସ୍ଥାନକୁ ଦେଖିଲା, ଯେଉଁଠାକୁ ସେ ଯାଉଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ଦିନର ଯାତ୍ରା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଦୂର ସ୍ଥାନକୁ ଦେଖିଲେ, ଯେଉଁଠାକୁ ସେ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।