Genesis 22:5 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, ତୁମ୍ଭମାନେେ ଗଧ ସହ ଏହିଠା ରେ ଅପେକ୍ଷା କର। ମୁଁ ମାରେପୁତ୍ରକୁ ନଇେ ସହେି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟପରେ ଆମ୍ଭେ ତୁମ୍ଭ ନିକଟକୁ ଫରେି ଆସିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଗଧ ସହ ଏହିଠାରେ ଅପେକ୍ଷା କର। ମୁଁ ମୋର ପୁତ୍ରକୁ ନେଇ ସେହି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟ ପରେ ଆମ୍ଭେ ତୁମ୍ଭ ନିକଟକୁ ଫେରି ଆସିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”