Genesis 22:6 — Compare Translations

5 translations compared side by side

Odia - 1840
"ଅବ୍ରହାମ ତାଙ୍କ ପୁତ୍ରର କାନ୍ଧ ରେ ହାମବେଳି ନିମନ୍ତେ କାଠ ରଖିଲେ ଏବଂ ନିଜେ ଏକ ସ୍ବତନ୍ତ୍ର ଛୁରୀ ଏବଂ ନିଆଁ ନଇେ ଗଲେ। ଏହାପରେ ଦୁଇଜଣ ଏକତ୍ର ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି ଦୁହେଁ ଏକତ୍ର ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ତାଙ୍କ ପୁତ୍ରର କାନ୍ଧରେ ହୋମବଳି ନିମନ୍ତେ କାଠ ରଖିଲେ ଏବଂ ନିଜେ ଏକ ସ୍ୱତନ୍ତ୍ର ଛୁରୀ ଏବଂ ନିଆଁ ନେଇ ଗଲେ। ଏହା ପରେ ଦୁଇଜଣ ଏକତ୍ର ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‌ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।