Genesis 22:8 — Compare Translations

5 translations compared side by side

Odia - 1840
"ଅବ୍ରହାମ ଉତ୍ତର ଦେଲେ, ହେ ମାରେ ପୁତ୍ର, ପରମେଶ୍ବର ନିଜେ ଉତ୍ସର୍ଗ ପାଇଁ ସହେି ମଷେ ଯୋଗଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରହାମ କହିଲେ, ପୁତ୍ର, ପରମେଶ୍ଵର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ । ତହୁଁ ଦୁହେଁ ଏକତ୍ର ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଉତ୍ତର ଦେଲେ, “ହେ ମୋର ପୁତ୍ର, ପରମେଶ୍ୱର ନିଜେ ଉତ୍ସର୍ଗ ପାଇଁ ସେହି ମେଷ ଯୋଗାଇବେ।” ତେଣୁ ଇ‌ସ୍‌ହାକ ଓ ଅବ୍ରହାମ ଏକତ୍ର ସେଇ ସ୍ଥାନକୁ ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।