Genesis 22:9 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଥିବା ସ୍ଥାନକୁ ସମାନେେ ଆସିଲେ। ସଠାେରେ ଅବ୍ରହାମ ଏକ ୟଜ୍ଞବଦେୀ ସ୍ଥାପଲ କଲେ ଏବଂ ଏହା ଉପରେ କାଠ ସଜାଡ଼ିଲେ। ଏହାପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ୟଜ୍ଞବଦେୀର କାଠ ଉପରେ ଶୁଆଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରମେଶ୍ଵରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦୀ ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଥିବା ସ୍ଥାନକୁ ସେମାନେ ଆସିଲେ। ସେଠାରେ ଅବ୍ରହାମ ଏକ ଯଜ୍ଞବେଦି ସ୍ଥାପନ କଲେ ଏବଂ ତାହା ଉପରେ କାଠ ସଜାଡ଼ିଲେ। ଏହା ପରେ ଅବ୍ରହାମ ଇ‌ସ୍‌ହାକକୁ ବାନ୍ଧି ଯଜ୍ଞବେଦିର କାଠ ଉପରେ ଶୁଆଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।