Genesis 23:10 — Compare Translations

5 translations compared side by side

Odia - 1840
"ସହେି ସମୟରେ ଇଫ୍ରୋଣ ସହେି ଲୋକମାନଙ୍କ ମଧିଅରେ ବସିଥିଲା। ତେଣୁ ହତରେ ଇଫ୍ରୋଣ ଆପଣା ନଗର ବହି ଦ୍ବାର ପ୍ରବେଶକାରୀ ହତରେ ସନ୍ତାନ ସମସ୍ତଙ୍କ ସାକ୍ଷାତ ରେ ଅବ୍ରହାମଙ୍କୁ ଉତ୍ତର ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇଫ୍ରୋଣ ହେତର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ ହେତୀୟ ଇଫ୍ରୋଣ ଆପଣା ନଗର-ଦ୍ଵାରରେ ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଇଫ୍ରୋଣ ସେହି ଲୋକମାନଙ୍କ ମଧ୍ୟରେ ବସିଥିଲା। ତେଣୁ ହେତର ଇଫ୍ରୋଣ ଆପଣା ନଗର ବହିଃଦ୍ୱାର ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,