Genesis 23:11 — Compare Translations

5 translations compared side by side

Odia - 1840
"ନା ମୁନିବ, ସପରେି ହବେ ନାହିଁ। ମାେ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସହେି ସ୍ଥାନ ଓ ତନ୍ମଧ୍ଯସ୍ଥିତ ଗୁହା ଦଲେି। ମୁଁ ସ୍ବବଂଶୀଯ ସନ୍ତାନମାନଙ୍କ ସାକ୍ଷାତ ରେ ତାହା ଆପଣଙ୍କୁ ଦଲେି। ଆପଣ ନିଜ ସ୍ତ୍ରୀର ମୃତ ଦହକେୁ କବର ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୋ, ସେପରି ହେବ ନାହିଁ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ଵବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ମୃତକୁ କବର ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ନା ମୁନିବ, ସେପରି ହେବ ନାହିଁ। ମୋ’ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି। ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି। ଆପଣ ନିଜ ସ୍ତ୍ରୀର ମୃତ ଦେହକୁ କବର ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
“ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”