Genesis 23:12 — Compare Translations
5 translations compared side by side
Odia - 1840
"ଅବ୍ରହାମ ହତରେ ଲୋକମାନଙ୍କୁ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ହେତର ଲୋକମାନଙ୍କୁ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।