Genesis 23:15 — Compare Translations

5 translations compared side by side

Odia - 1840
"ମହାଶୟ, ମାରେକଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ଯ ତ ଚାରିଶହ ସକେଲ ରୂପା ତୁମ୍ଭ ମାେପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ତକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଣୁକରି ଆପଣ ନିଜ ମୃତକୁ କବର ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ମହାଶୟ, ମୋର କଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ୟ ତ ଗ୍ଭରିଶହ ଶେକଲ ରୂପା ଆପଣଙ୍କ ପାଇଁ ଓ ମୋ’ ପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
“ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”