Genesis 23:16 — Compare Translations
5 translations compared side by side
Odia - 1840
"ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ଯ ବିଷଯ ରେ କଥା କହୁଛନ୍ତି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ଯ ଦେଲେ। ଯାହା ହତେୀଯମାନଙ୍କର ଥିଲା। ଅବ୍ରହାମ ଅଢ଼ଇେ ପାଉଣ୍ଡ ରୂପା ଏବଂ ସମସ୍ତଙ୍କ ସମ୍ମୁଖ ରେ ଇଫ୍ରୋଣକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହେତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ଵାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ୟ ବିଷୟରେ କଥା କହୁଛି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ୟ ଦେଲେ। ଯାହା ହେତୀୟମାନଙ୍କର ଥିଲା। ଅବ୍ରହାମ ଅଢ଼େଇ ପାଉଣ୍ଡ ରୂପା ସମସ୍ତଙ୍କ ସମ୍ମୁଖରେ ଇଫ୍ରୋଣକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।